୬ରୁ ୧୦ ଯାଏ ପ୍ରବଳ ବର୍ଷା, ୪୫ରୁ ୫୫ କିମି ବେଗରେ ପବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ସକ୍ରିୟ ରହିଥିବା ମୌସୁମୀ ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ଜାରି ରହିଛି। ଆସନ୍ତାକାଲିଠାରୁ ବର୍ଷାର ପରିମାଣ ଧୀରେ ଧୀରେ ବଢ଼ିବ। ୧୦ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣି କେନ୍ଦ୍ର। ମୌସୁମୀ ର ସକ୍ରିୟତା ବୃଦ୍ଧି ଏବଂ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୭ ରୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ରେ ଝଡ-ବର୍ଷା ସହ ପବନ ଘଣ୍ଟା ପ୍ରତି ୪୫ ରୁ […]

Rain

Rain

Tapaswini Nayak
  • Published: Friday, 05 August 2022
  • Updated: 05 August 2022, 03:52 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ସକ୍ରିୟ ରହିଥିବା ମୌସୁମୀ ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ଜାରି ରହିଛି। ଆସନ୍ତାକାଲିଠାରୁ ବର୍ଷାର ପରିମାଣ ଧୀରେ ଧୀରେ ବଢ଼ିବ। ୧୦ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣି କେନ୍ଦ୍ର।

https://twitter.com/mcbbsr/status/1555357668780281856?s=20&t=vCFETLln3KqnmINE4-dK1g

୭ ତାରିଖରେ ଉତ୍ତର-ପଶ୍ଚିମ ତତ୍‌ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଝଡ଼ବର୍ଷା ସହ ପବନର ଘଣ୍ଟା ପ୍ରତି ବେଗ ୪୫ରୁ ୫୫ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାପାଇଁ ବାରଣ କରାଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍‌ ଅନୁସାରେ ୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ ସେମିରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୬ ତାରିଖ ସକାଳ ସାଢ଼େ ୮ଟାରୁ ୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବରଗଡ଼, ସୋନାପୁର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼,କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୭ ତାରିଖ ସକାଳ ସାଢ଼େ ୮ଟାରୁ ୮ ତାରିଖ ସକାଳ ସାଢ଼େ ୮ଟା ଭିତରେ ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଠିକ୍‌ ସେହିପରି ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1555442968940912640?s=20&t=vCFETLln3KqnmINE4-dK1g

୮ ତାରିଖ ସକାଳ ସାଢ଼େ ୮ଟାରୁ ୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ବରଗଡ଼, ସୋନପୁର, ବୌଦ୍ଧ, ସମ୍ୱଲପୁର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ ଓ ନୟାଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଠିକ୍‌ ସେହିପରି ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ପ୍ରବଳତର ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୨୦ ସେମିରୁ ଅଧିକ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1555487391338532864?s=20&t=vCFETLln3KqnmINE4-dK1g

୯ ତାରିଖ ସକାଳ ସାଢ଼େ ୮ଟାରୁ ୧୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ,ସମ୍ୱଲପୁର, ଯାଜପୁର ଓ କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଏହାଛଡ଼ା ବଲାଙ୍ଗିର, ସୋନପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story