ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ କ୍ଷେତ୍ର । ଆଜି ସକାଳ ୧୦ଟା ସୁଦ୍ଧା ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଅବପାତରେ ପରିଣତ ପରେ ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ ।
କାଳକ୍ରମେ ତୀବ୍ର ଅବପାତରେ ପରିଣତ ହୋଇ ଆସନ୍ତା ୧୨ ତାରିଖରେ ଆନ୍ଧ୍ର ଉପକୂଳ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହା ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ୧୧ରୁ ୧୩ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ବିଶେଷ କରି ଦକ୍ଷିଣ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜିଠୁ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ।
Crime
ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟକ୍ଷ; ମାଡ଼ି ବସିଲା ଭିଜିଲାନ୍ସ
ଗତକାଲି ସନ୍ଧ୍ୟାରେ ହୃଷିକେଷ ନଳିନୀଙ୍କୁ ଲାଞ୍ଚ ଟଙ୍କା ଦେବାବେଳେ ଭିଜିଲାନ୍ସ ତାଙ୍କୁ ମାଡ଼ି ବସିଥିଲା।
Miscellaneous
ଓଏଏସ୍ ବଦଳି: ମଧୁମିତା ନାୟକ ଇଏସଆଇ ନିର୍ଦ୍ଦେଶିକା
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ। ଅଶୋକ କୁମାର ପଣ୍ଡାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି।
Miscellaneous
ଡିଜିପି ସମ୍ମିଳନୀ ପାଇଁ ଲୋକସେବା ଭବନରେ କଟକଣା: କେବଳ ମନ୍ତ୍ରୀ-ସଚିବଙ୍କ କାରକୁ ମିଳିବ ପାର୍କିଂ ଅନୁମତି
ପୁଲିସ ଡିଜି ସମ୍ମିଳନୀ ପାଇଁ ବୁଧବାରଠୁ ଲୋକସେବା ଭବନରେ ବିଭିନ୍ନ କଟକଣା ଜାରି ହେବ। ପାର୍କିଂ ପାଇଁ ଆବଶ୍ୟକ ଗାଇଡଲାଇନ୍ ଜାରି କଲେ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଆର୍.କେ ଶର୍ମା।