୨୩ରୁ ଛେଚିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ। ଏହା ପ୍ରଭାବରେ ୨୩ ତାରିଖରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ। ୨୪ ଓ ୨୫ ତାରିଖ ବେଳକୁ ଉତ୍ତର ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ଆଜି ଏହି ସୂଚନା ଦେଇଛନ୍ତି।

rain..8-750x430

Tapaswini Nayak
  • Published: Monday, 21 October 2019
  • , Updated: 21 October 2019, 02:16 PM IST

Related story