କାଲିଠାରୁ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତରପଶ୍ଚିମ ବଙ୍ଗୋପସାଗର ଆଖପାଖରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଧୀରେ ଧୀରେ ଏହା ଘନିଭୂତ ହେଉଛି। ଏହାର ପ୍ରଭାବରେ ଆଜିଠୁ ୨୮ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ। ଆଜି ପଶ୍ଚିମ, ଆଭ୍ୟନ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷା ହେବ। ଆସନ୍ତାକାଲିଠୁ ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ବଲାଙ୍ଗିର, କଳାହାଣ୍ଡି, ସମ୍ବଲପୁର, ରାୟଗଡ଼ା, ବରଗଡ଼, ସୁନ୍ଦରଗଡ଼, ନୂଆପଡ଼ା ଓ ସୋନପୁର। […]

rain

rain

Tapaswini Nayak
  • Published: Saturday, 25 August 2018
  • Updated: 25 August 2018, 09:43 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତରପଶ୍ଚିମ ବଙ୍ଗୋପସାଗର ଆଖପାଖରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଧୀରେ ଧୀରେ ଏହା ଘନିଭୂତ ହେଉଛି। ଏହାର ପ୍ରଭାବରେ ଆଜିଠୁ ୨୮ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ।

ଆଜି ପଶ୍ଚିମ, ଆଭ୍ୟନ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷା ହେବ। ଆସନ୍ତାକାଲିଠୁ ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ବଲାଙ୍ଗିର, କଳାହାଣ୍ଡି, ସମ୍ବଲପୁର, ରାୟଗଡ଼ା, ବରଗଡ଼, ସୁନ୍ଦରଗଡ଼, ନୂଆପଡ଼ା ଓ ସୋନପୁର। ଏହି ସମୟରେ ଘଡ଼ଘଡ଼ି ମଧ୍ୟ ମାରିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story