ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ଆଉ ଏକ ଲଘୁଚାପ। ୫ ଦିନ ପ୍ରବଳ ବର୍ଷିବ। ସେଥିପାଇଁ ୧୧ ଜିଲ୍ଲାକୁ ଆଲର୍ଟ କଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଉତ୍ତର-ପଶ୍ଚିମ-ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ଘନୀଭୂତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ ଧରି ସମଗ୍ର ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଆସନ୍ତାକାଲି ପାଇଁ ୧୧ଟି ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏହି ଜିଲ୍ଲାଗୁଡିକ ହେଲା ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଗଜପତି, କଳାହାଣ୍ଡି, ଅନୁଗୋଳ, ଗଞ୍ଜାମ, ରାୟଗଡ଼ା, ବଲାଙ୍ଗିର, ବରଗଡ଼ ଓ ନୂଆପଡ଼ା। ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।
Miscellaneous
ବାଗେଶ୍ୱର ବାବାଙ୍କ ବଡ଼ ବୟାନ: ଓଡ଼ିଶାରୁ ବାଜି ପାରେ ହିନ୍ଦୁ ରାଷ୍ଟ୍ରର ବିଗୁଲ
ତାଙ୍କ କହିବା କଥା ଯେ ସମସ୍ତ ହିନ୍ଦୁ ଗୋଟିଏ କାରଣ ପାଇଁ ଏକାଠି ହେବାର ସମୟ ଆସି ଯାଇଛି। ସେହିପରି ହିନ୍ଦୁ ରାଷ୍ଟ୍ର ଗଠନର ବିଗୁଲ କେବଳ ଓଡ଼ିଶାରୁ ବାଜି ପାରେ ବୋଲି ସେ କହଛନ୍ତି।
Miscellaneous
ବ୍ୟାନ୍ ପରେ ବି ଉଡ଼ୁଛି ଚାଇନିଜ ମାଞ୍ଜା ସୁତା ଗୁଡ଼ି, ସାଜିପାରେ ଘାତକ
ସରକାର ବ୍ୟାନ୍ କରି ସାରିଥିବା ବେଳେ କଟକ ସହରରେ କିନ୍ତୁ ଖୁଲମଖୁଲା ଜମୁଛି ବେପାର। ସବୁବେଳେ ଜନଗହଳିପୂର୍ଣ୍ଣ ରହୁଥିବା କଟକ ସହରରେ ଚାଇନିଜ ମାଞ୍ଜା ସୁତା ଲଗା ଗୁଡ଼ି ଉଡ଼ୁଛି।
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।
Miscellaneous
ସୀମାନ୍ତରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୨ ସୁରକ୍ଷାକର୍ମୀ ଆହତ
ସ୍ଥାନୀୟ ପୁଲିସ୍ କହିଛି ଯେ ଜାଙ୍ଗାଲା ନିକଟର ଜୈଗୁର ଜଙ୍ଗଲରେ ରବିବାର ସନ୍ଧ୍ୟାରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଡିଆରଜି ଯବାନ ଓ କୁଟ୍ରୁ ପୁଲିସ୍ର କର୍ମଚାରୀମାନେ ଏଥିରେ ସାମିଲ ହୋଇଥିଲେ।