ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଘନୀଭୂତ ହେଉଥିବାରୁ ଆଜି ରାତିରେ ଝଡ଼ତୋଫାନ ବର୍ଷା ହେବ।
ଏଥିପାଇଁ ୧୦ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆଜି ରାତିରେ କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ବାଲେଶ୍ୱର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଘଡଘଡ଼ି ମାରିବା ସହିତ ପବନ ବୋହିବ। ପବନର ବେଗ ଘଣ୍ଟାକୁ କିମି ପ୍ରତି ୫୦ରୁ ୬୦ ରହିବ।
ଏଥିପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର।
ତେଣୁ ରାତି ୧୨ଟା ପୂର୍ବରୁ ଘରକୁ ଫେରିଆସିବା ପାଇଁ ପରାମର୍ଶ ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।