୧୦ ଜିଲ୍ଲାରେ ପ୍ରବଳ ବର୍ଷିବ, ଜାରି ହେଲେ ରେଡ୍‌ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଓଡ଼ିଶାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ସେଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୧୦ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା- ଜଗତସିଂହପୁର, ବାଲେଶ୍ୱର, ମୟୂରଭଂଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ବୌଦ୍ଧ, କଟକ ଓ ଅନୁଗୋଳ। ପ୍ରବଳ ବର୍ଷା ଯୋଗୁ ପାଣି ଜମିବା ସହ କିଛି ସ୍ଥାନରେ ଆକସ୍ମିକ ବନ୍ୟା ଆସିବା ନେଇ ଆଶଙ୍କା କରାଯାଇଛି। କଚ୍ଚା ଘର ଭାଙ୍ଗିବା […]

rain

rain

Manoranjan Sial
  • Published: Wednesday, 19 August 2020
  • Updated: 19 August 2020, 04:15 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଓଡ଼ିଶାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ସେଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୧୦ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା- ଜଗତସିଂହପୁର, ବାଲେଶ୍ୱର, ମୟୂରଭଂଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ବୌଦ୍ଧ, କଟକ ଓ ଅନୁଗୋଳ। ପ୍ରବଳ ବର୍ଷା ଯୋଗୁ ପାଣି ଜମିବା ସହ କିଛି ସ୍ଥାନରେ ଆକସ୍ମିକ ବନ୍ୟା ଆସିବା ନେଇ ଆଶଙ୍କା କରାଯାଇଛି। କଚ୍ଚା ଘର ଭାଙ୍ଗିବା ଓ ରାସ୍ତା ନଷ୍ଟ ହେବାର ସମ୍ଭାବନା ରହିଛି। ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ହେବା ନେଇ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି।

ଏହାଛଡ଼ା ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। କେନ୍ଦୁଝର, ଦେବଗଡ଼, ସମ୍ବଲପୁର, କନ୍ଧମାଳ, ପୁରୀ, କଳାହାଣ୍ଡି, ଖୋର୍ଦ୍ଧା, ମାଲକାନଗିରି ଓ କୋରାପୁଟ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକରେ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।

ସୂଚନାରୁ ପ୍ରକାଶ, ଲଘୁଚାପ ପ୍ରଭାବରେ ଗତ ଦୁଇ ଦିନ ହେଲା ଓଡ଼ିଶାରେ ପ୍ରବଳ ବର୍ଷା ହେଉଛି। ଯେଉଁଥିପାଇଁ ଅଧା ଓଡ଼ିଶାରେ ବନ୍ୟା ଜଳ ପ୍ରବାହିତ ହେଉଛି। ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଚାଷ ଜମିରେ ପାଣି ଜମି ରହିଥିବାରୁ ରୁଆ ଯାଇଥିବା ଧାନ ତଳି ନଷ୍ଟ ହେବାକୁ ବସିଲାଣି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story