ସକାଳ ୮ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ହୋଇପାରେ ବର୍ଷା, ପବନ ଓ ବଜ୍ରପାତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ରାଜ୍ୟର ୧୧ଟି ଜିଲ୍ଲାରେ ବର୍ଷା, ପବନ ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଆଜି ସକାଳ ୮ଟା ମଧ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।  ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଢେଙ୍କାନାଳ, ଅନୁଗୋଳ, ନବରଙ୍ଗପୁର, କଳାହାଣ୍ଡି, କଟକ, ନୟାଗଡ଼, ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ସମୟରେ ପବନର ବେଗ ୫୦ରୁ ୬୦ କି.ମି. ରହିବ।

cyclone-1

cyclone-1

Rakesh Mallick
  • Published: Tuesday, 01 May 2018
  • Updated: 01 May 2018, 07:49 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ରାଜ୍ୟର ୧୧ଟି ଜିଲ୍ଲାରେ ବର୍ଷା, ପବନ ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଆଜି ସକାଳ ୮ଟା ମଧ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।  ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଢେଙ୍କାନାଳ, ଅନୁଗୋଳ, ନବରଙ୍ଗପୁର, କଳାହାଣ୍ଡି, କଟକ, ନୟାଗଡ଼, ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ସମୟରେ ପବନର ବେଗ ୫୦ରୁ ୬୦ କି.ମି. ରହିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos