ଆଜି ରାତିରେ ୫ ଜିଲ୍ଲାରେ ବର୍ଷିବ!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାତି ସାଢ଼େ ୧୧ଟାରୁ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଦେଇଛି। କଳାହାଣ୍ଡି, କନ୍ଧମାଳ, ଗଜପତି, ରାୟଗଡ଼ା ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗତ ୨ ରୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଥିଲା। ତେବେ ଗତକାଲି ରାଜଧାନୀ ଭୁବନେଶ୍ୱର  ପାରଦ ସର୍ବାଧିକ ରହିଥିଲା। ଯାହାଫଳରେ […]

heavy-rain-in-eight-district

heavy-rain-in-eight-district

Manoranjan Sial
  • Published: Saturday, 23 February 2019
  • Updated: 23 February 2019, 10:48 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାତି ସାଢ଼େ ୧୧ଟାରୁ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଦେଇଛି। କଳାହାଣ୍ଡି, କନ୍ଧମାଳ, ଗଜପତି, ରାୟଗଡ଼ା ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଗତ ୨ ରୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଥିଲା। ତେବେ ଗତକାଲି ରାଜଧାନୀ ଭୁବନେଶ୍ୱର  ପାରଦ ସର୍ବାଧିକ ରହିଥିଲା। ଯାହାଫଳରେ ଦିନରେ ଗରମ ଅନୁଭବ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos