ଆଜି ରାତିରେ ୫ ଜିଲ୍ଲାରେ ବର୍ଷିବ!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାତି ସାଢ଼େ ୧୧ଟାରୁ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଦେଇଛି। କଳାହାଣ୍ଡି, କନ୍ଧମାଳ, ଗଜପତି, ରାୟଗଡ଼ା ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗତ ୨ ରୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଥିଲା। ତେବେ ଗତକାଲି ରାଜଧାନୀ ଭୁବନେଶ୍ୱର  ପାରଦ ସର୍ବାଧିକ ରହିଥିଲା। ଯାହାଫଳରେ […]

heavy-rain-in-eight-district

Manoranjan Sial
  • Published: Saturday, 23 February 2019
  • , Updated: 23 February 2019, 10:48 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାତି ସାଢ଼େ ୧୧ଟାରୁ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଦେଇଛି। କଳାହାଣ୍ଡି, କନ୍ଧମାଳ, ଗଜପତି, ରାୟଗଡ଼ା ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଗତ ୨ ରୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଥିଲା। ତେବେ ଗତକାଲି ରାଜଧାନୀ ଭୁବନେଶ୍ୱର  ପାରଦ ସର୍ବାଧିକ ରହିଥିଲା। ଯାହାଫଳରେ ଦିନରେ ଗରମ ଅନୁଭବ ହୋଇଥିଲା।

Related story