ରାତିରେ ବର୍ଷା ହେବ, ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାତିରେ ପ୍ରବଳ ବର୍ଷା ହେବ। ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ଏଥିପାଇଁ ୯ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର। ଆଜି ରାତି ୧.୩୦ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ମୟୂରଭଂଜ, କେନ୍ଦୁଝର, କେନ୍ଦ୍ରାପଡ଼ା, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼ ଓ କନ୍ଧମାଳ ଜିଲ୍ଲାରେ ବର୍ଷା ହେବ। ଏଥିସହ ବିଜୁଳି ମାରିବାର ସମ୍ଭାବନା ରହିଛି। ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଏକ ଟ୍ରପ୍‌ ଲାଇନ୍‌ ଯୋଗୁ ଗତ କିଛିଦିନ ହେଲା ପାଗ […]

rain,,,,

rain,,,,

Manoranjan Sial
  • Published: Tuesday, 26 February 2019
  • Updated: 26 February 2019, 10:17 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାତିରେ ପ୍ରବଳ ବର୍ଷା ହେବ। ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ଏଥିପାଇଁ ୯ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର।

ଆଜି ରାତି ୧.୩୦ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ମୟୂରଭଂଜ, କେନ୍ଦୁଝର, କେନ୍ଦ୍ରାପଡ଼ା, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼ ଓ କନ୍ଧମାଳ ଜିଲ୍ଲାରେ ବର୍ଷା ହେବ। ଏଥିସହ ବିଜୁଳି ମାରିବାର ସମ୍ଭାବନା ରହିଛି।

ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଏକ ଟ୍ରପ୍‌ ଲାଇନ୍‌ ଯୋଗୁ ଗତ କିଛିଦିନ ହେଲା ପାଗ କୋହଲା ରହିଥିଲା। ଏହାସହ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିଲା। ଆଜି ସକାଳେ ଓ ମଧ୍ୟାହ୍ନରେ ଉତ୍ତର ଓଡ଼ିଶାରେ ବର୍ଷା ମଧ୍ୟ ହୋଇଥିଲା। ଏହାଛଡ଼ା ରାଜଧାନୀ ଭୁବନେଶ୍ୱରରେ ପାଗ କୋହଲା ରହିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story