ଭୁବନେଶ୍ୱର :ବର୍ଷା ଆରମ୍ଭ ହେଉ ହେଉ ରାଜଧାନୀରେ ଦେଖାଦେଲାଣି ଜଳ ନିଷ୍କାସନ ସମସ୍ୟା। ଲଘୁଚାପ ପ୍ରଭାବରେ ଆଜି ସନ୍ଧ୍ୟାରେ ଭୁବନେଶ୍ୱରରେ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ଫଳରେ ରାଜଧାନୀର ବହୁ ଅଞ୍ଚଳରେ ବର୍ଷା ଜଳ ନିଷ୍କାସନ ହୋଇନପାରି ଦୀର୍ଘ ସମୟ ଧରି ଜମି ରହିଥିବା ଦେଖିବାକୁ ମିଳିଥିଲା। ଏପରିକି ଜୟଦେବ ବିହାର-ସିଆର୍ପି ଛକ ଫ୍ଲାଏ ଓଭର୍ ଉପରେ ମଧ୍ୟ ପାଣି ଲହଡ଼ି ଭାଙ୍ଗିଥିଲା। ଜାତୀୟ ରାଜପଥ ଉପରେ ପାଣି ଜମି ରହିବା ଯୋଗୁଁ ଗାଡ଼ି ଚଳାଚଳରେ ସମସ୍ୟା ଉପୁଜିଥିଲା।
ଏହା ପ୍ରଥମ ଘଟଣା ନୁହେଁ । ପୂର୍ବରୁ ଏମିତି ସମସ୍ୟା ଦେଖାଦେଇଛି। ବର୍ଷା ହେଲେ ରାଜଧାନୀର ବିଭିନ୍ନ ଅଂଚଳ ଜଳମଗ୍ନ ହୋଇପଡୁଛି। ପ୍ରତିକାର ସ୍ୱରୂପ ବିଏମ୍ସି ପକ୍ଷରୁ ବ୍ୟବସ୍ଥା କରାଯାଉଛି। ହେଲେ କିଛି ବି ସୁଫଳ ମିଳୁନି। ବର୍ଷା ହେଲେ ରାଜଧାନୀରେ ଜଳ ନିଷ୍କାସନ ସମସ୍ୟା ଏକ ଧରାବନ୍ଧା ନିୟମ ପାଲଟି ଗଲାଣି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଗଛରେ ପିଟି ହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ଗଛରେ ପିଟି ହୋଇଗଲା ବାଇକ୍। ଆଉ ଦୁଇ ବାଇକ୍ ଚାଳକଙ୍କ ମଧ୍ୟରୁ ଜଣେ ଆଖି ବୁଜିଥିବା ବେଳେ ଆଉ ଜଣେ ମରଣ ସହ ସଂଘର୍ଷ କରୁଛନ୍ତି।
Science & Environment
୬ ଥିଲା ୧୨ରେ ପହଞ୍ଚିଲା; ୩ ବର୍ଷରେ ଦୁଇ ଗୁଣା ବଢିଛି ବାଘ ସଂଖ୍ୟା
୨୦୨୧ ମସିହାରେ ଢେଙ୍କାନାଳର ବିଭିନ୍ନ ଜଙ୍ଗଲରେ କଲରାପତରିଆ ବାଘ ସଂଖ୍ୟା ୬ ଥିବା ବେଳେ ଏବେ ତାହା ବୃଦ୍ଧି ପାଇ ୧୨ରେ ପହଞ୍ଚିଛି। ଯାହା ଜଙ୍ଗଲ ବିଭାଗ ପାଇଁ ଆଣିଛି ଖୁସି ଖବର।
Weather
ଆଜିଠୁ ବଦଳିବ ପାଗ; କମିବ ବର୍ଷା, ବଢ଼ିବ କୁହୁଡି
କମିବ ବର୍ଷା, ବଢ଼ିବ କୁହୁଡି। ରାଜ୍ୟରେ ଆଜିଠୁ ବର୍ଷାର ପରିମାଣ ସାମାନ୍ୟ କମିବାକୁ ଥିବା ବେଳେ କାଲିଠୁ ସମ୍ପୂର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
Politics
ଶେଷରେ ନବୀନଙ୍କୁ ବି ଛାଡ଼ିଲେନି ପାଣ୍ଡିଆନ, କହିଲେ ଓଡ଼ିଶାରେ ଓଡ଼ିଆ କହିବା ଜରୁରୀ
ବିଜେଡିର ପ୍ରତିଷ୍ଠା ଦିବସର ଠିକ୍ ଦିନକ ପୂର୍ବରୁ ଏଭଳି ପୋଷ୍ଟ କରାଗଲା କାହିଁକି? ସକ୍ରିୟ ରାଜନୀତିରୁ ସନ୍ୟାସ ନେଇଥିବା ପାଣ୍ଡିଆନ କ’ଣ ପୁଣିଥରେ ବିଜେଡିରେ ସକ୍ରିୟ ହୋଇ ଆଗକୁ ଆସିବାକୁ ଚାହୁଁଛନ୍ତି କି?
Miscellaneous
ସରକାରୀ ଯୋଜନାରୁ ବାଦ୍ ପଡ଼ିବେ ଅଯୋଗ୍ୟ ଚାଷୀ: ପ୍ରକୃତ ଚାଷୀ ଖୋଜିବାକୁ ନୂଆ ବର୍ଷରୁ ପଞ୍ଜୀକରଣ
ପୁରୁଣା ସରକାରରେ ଅଣଚାଷୀ ଓ ଦଳୀୟ ଭିତ୍ତିରେ ଚାଷୀଙ୍କ ପାଇଁ ସରକାରୀ ଯୋଜନା ବାଣ୍ଟିବା ଏକ ବଡ଼ ପ୍ରସଙ୍ଗ ଥିଲା।