ମୌସୁମୀ ସକ୍ରିୟ, ଆହୁରି ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ଅବିଶ୍ରାନ୍ତ ବର୍ଷା।  କେଉଁଠି ମୂଷଳଧାରା ତ’ କେଉଁଠି ତୁହାକୁ ତୁହା ବର୍ଷା ଚାଲିଛି। ଉପକୂଳ ଓ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଲାଗି ରହିଛି। ଘୂର୍ଣ୍ଣିବଳୟ ପ୍ରଭାବ ସହିତ ମୌସୁମୀ ସକ୍ରିୟ ରହିଥିବାରୁ ରାଜ୍ୟର ଅନେକ ଅଞ୍ଚଳରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି। ପାଣିପାଗ ବିଭାଗ  ୭ଟି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡିକ ହେଉଛି ମୟୂରଭଂଜ, ବାଲେଶ୍ୱର, କଟକ, ଖୋର୍ଦ୍ଦା, […]

eb

eb

Tapas Behera
  • Published: Wednesday, 25 September 2019
  • Updated: 25 September 2019, 04:11 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ଅବିଶ୍ରାନ୍ତ ବର୍ଷା।  କେଉଁଠି ମୂଷଳଧାରା ତ’ କେଉଁଠି ତୁହାକୁ ତୁହା ବର୍ଷା ଚାଲିଛି। ଉପକୂଳ ଓ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଲାଗି ରହିଛି। ଘୂର୍ଣ୍ଣିବଳୟ ପ୍ରଭାବ ସହିତ ମୌସୁମୀ ସକ୍ରିୟ ରହିଥିବାରୁ ରାଜ୍ୟର ଅନେକ ଅଞ୍ଚଳରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି। ପାଣିପାଗ ବିଭାଗ  ୭ଟି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡିକ ହେଉଛି ମୟୂରଭଂଜ, ବାଲେଶ୍ୱର, କଟକ, ଖୋର୍ଦ୍ଦା, ପୁରୀ, ଭଦକ  ଓ ଗଞ୍ଜାମ।  ସେହିପରି ୮ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ଜିଲ୍ଲା ଗୁଡ଼ିକ ହେଲା ଯାଜପୁର, କେନ୍ଦ୍ରାପଡା, ଜଗତସିଂପୁର, ନୟାଗଡ, କେନ୍ଦୁଝର, କନ୍ଧମାଳ, ବୌଦ୍ଧ ଓ ଢେଙ୍କାନାଲ ଜିଲ୍ଲା।  ଏ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା  ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ସ୍ଥିତିକୁ ଦେଖି ସମସ୍ତ ପ୍ରକାର ପ୍ରସ୍ତୁତି କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଅଧିକ ବର୍ଷାକୁ ଦେଖି ଗଞ୍ଜାମ, ଗଜପତି ଓ ପୁରୀ ଜିଲ୍ଲାର ସମସ୍ତ ସ୍କୁଲକୁ ବନ୍ଦ ଘୋଷଣା କରିଛି ଜିଲ୍ଲା ପ୍ରଶାସନ।

କଟକ, ଖୋର୍ଦ୍ଧା, ପୁରୀ ଏବଂ ନୟାଗଡ଼ ଜିଲ୍ଲାରେ ମଧ୍ୟ ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗତକାଲିଠାରୁ ଲଗାଣ ବର୍ଷାରେ ବେହାଲ ହୋଇପଡ଼ିଛି ରାଜଧାନୀ ଭୁବନେଶ୍ୱର ଓ କଟକ । ବହୁ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି । ରାସ୍ତାଘାଟରେ ପାଣି ଜମି ରହିବା ଯୋଗୁଁ ଯାନବାହନ ଚଳାଚଳ ପ୍ରଭାବିତ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story