ପୁଣି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ: ବଢ଼ିବ ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ବୈତରଣୀ ନଦୀ ଜଳସ୍ତର!

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ବୈତରଣୀ ନଦୀରେ ଆସିଥିବା ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏବେ ମଧ୍ୟ ସ୍ୱଭାବିକ ହୋଇନାହିଁ ଜୀବନ ଯାତ୍ରା। ଲୋକଙ୍କ ଏ ଦୁଃଖ ଯାଇନଥିବା ବେଳେ ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲି ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ବୈତରଣୀ ନଦୀରେ ଜନସ୍ତର ବୃଦ୍ଧି […]

Balasore

Balasore

Manoranjan Sial
  • Published: Tuesday, 23 August 2022
  • Updated: 23 August 2022, 04:10 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ବୈତରଣୀ ନଦୀରେ ଆସିଥିବା ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏବେ ମଧ୍ୟ ସ୍ୱଭାବିକ ହୋଇନାହିଁ ଜୀବନ ଯାତ୍ରା। ଲୋକଙ୍କ ଏ ଦୁଃଖ ଯାଇନଥିବା ବେଳେ ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲି ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ବୈତରଣୀ ନଦୀରେ ଜନସ୍ତର ବୃଦ୍ଧି ପାଇବାର ଆଶଙ୍କା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

https://twitter.com/mcbbsr/status/1562008073647968258?s=20&t=kxM7dd2AX0Gfm8npWrXHFg

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜରି ହୋଇଥିବା ବୁଲେଟିନ୍‌ ଅନୁସାରେ ଆସନ୍ତା କାଲି ଅର୍ଥାତ ବୁଧବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ୪ ଜିଲ୍ଲାରେ ୧୨ରୁ ୨୦ ସେମି  ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଠିକ୍‌ ସେହିପରି ସୁନ୍ଦରଗଡ଼, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସିଏମ୍‌ ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1562009586403487744?s=20&t=kxM7dd2AX0Gfm8npWrXHFg

ବୁଧବାର ସକାଳ ସାଢ଼େ ୮ଟାରୁ ଗୁରୁବାର ସକାଳ ସାଢ଼େ ୮ଟା ଭିତରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର ଓ ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସିଏମ୍‌ ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କେନ୍ଦୁଝର, ଅନୁଗୋଳ, କନ୍ଧମାଳ, ବୌଦ୍ଧ, ସୋନପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସିଏମ୍‌ ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଲଘୁଚାପ ବର୍ଷା ପ୍ରଭାବିତ ମାଟି ରାସ୍ତା, ଚାଳଘର, ମାଟିକାନ୍ଥ ପଡିବାର ସମ୍ଭାବନା ରହିଛି। ତଳୁଆ ଅଞ୍ଚଳରେ ପାଣି ଜମିବା ସହିତ ଚାଷଜମି ଜଳମଗ୍ନ ହେବା ସମ୍ଭାବନା ରହିଛି। ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ପାଇବାର ଆଶଙ୍କା ରହିଛି।

https://twitter.com/mcbbsr/status/1562008811388276736?s=20&t=kxM7dd2AX0Gfm8npWrXHFg

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story