୮ ଜିଲ୍ଲାରେ ବର୍ଷା ହେବ, ପବନ ବହିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ୮ ଜିଲ୍ଲାରେ ବର୍ଷା ହେବ। ଏପରିକି ପବନ ମଧ୍ୟ ବହିବ। ଏଥିପାଇଁ ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଅପରାହ୍ନ ସାଢ଼େ ୫ଟା ମଧ୍ୟରେ ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି, ନୟାଗଡ଼, କନ୍ଧମାଳ, କୋରାପୁଟ ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ବର୍ଷା ହେବ। ଏପରିକି ବଜ୍ରପାତ ହେବାର ଆଶଙ୍କ ରହିଛି। ଏହି ସମୟରେ ୩୦ରୁ ୪୦ କିମି ବେଗରେ ପବନ ବହିବ।

Rain-in-Bhubaneswar8888

Rain-in-Bhubaneswar8888

Manoranjan Sial
  • Published: Wednesday, 10 April 2019
  • Updated: 10 April 2019, 03:40 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ୮ ଜିଲ୍ଲାରେ ବର୍ଷା ହେବ। ଏପରିକି ପବନ ମଧ୍ୟ ବହିବ। ଏଥିପାଇଁ ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

ଅପରାହ୍ନ ସାଢ଼େ ୫ଟା ମଧ୍ୟରେ ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି, ନୟାଗଡ଼, କନ୍ଧମାଳ, କୋରାପୁଟ ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ବର୍ଷା ହେବ। ଏପରିକି ବଜ୍ରପାତ ହେବାର ଆଶଙ୍କ ରହିଛି। ଏହି ସମୟରେ ୩୦ରୁ ୪୦ କିମି ବେଗରେ ପବନ ବହିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos