୨୯ରୁ ଅଧିକ ବର୍ଷିବ

ଭୁବନେଶ୍ୱର: ସାରା ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ। ଏହାର ପ୍ରଭାବରେ ସବୁଠି ଆକାଶ ମେଘାଛନ୍ନ ରହିଛି। ଆଜି ଅପରାହ୍ନରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୯ ତାରିଖରୁ ପୁଣି ବର୍ଷା ବଢ଼ିବ। ତେବେ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି। ୨୯ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସଙ୍କେତ ମିଳୁଛି।

rain

rain

Rakesh Mallick
  • Published: Thursday, 27 July 2017
  • Updated: 27 July 2017, 10:26 AM IST

Sports

Latest News

ଭୁବନେଶ୍ୱର: ସାରା ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ। ଏହାର ପ୍ରଭାବରେ ସବୁଠି ଆକାଶ ମେଘାଛନ୍ନ ରହିଛି। ଆଜି ଅପରାହ୍ନରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୯ ତାରିଖରୁ ପୁଣି ବର୍ଷା ବଢ଼ିବ।

ତେବେ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି। ୨୯ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସଙ୍କେତ ମିଳୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos