ଫିକା ପଡ଼ିଯିବ ଦଶହରା: ଦୁଇ ତାରିଖ ଯାଏଁ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦଶହରାରେ ପୂଜା ମଉଜ ଜମି ଆସୁଥିବା ବେଳେ ବାଧକ ସାଜିପାରେ ବର୍ଷା। ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ହଲକା ବର୍ଷା ହୋଇଛି। ଆସନ୍ତା ୨ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ରାଜ୍ୟର ବାକି ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର ଆଦି ଜିଲ୍ଲାରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ଅକ୍ଟୋବର ୧ ଓ ୨ ତାରିଖରେ ବର୍ଷା ଅଧିକ ହେବ।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’