ଫିକା ପଡ଼ିଯିବ ଦଶହରା: ଦୁଇ ତାରିଖ ଯାଏଁ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦଶହରାରେ ପୂଜା ମଉଜ ଜମି ଆସୁଥିବା ବେଳେ ବାଧକ ସାଜିପାରେ ବର୍ଷା। ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ହଲକା ବର୍ଷା ହୋଇଛି। ଆସନ୍ତା ୨ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ରାଜ୍ୟର ବାକି ଅଞ୍ଚଳରେ ସ୍ୱଳ୍ପରୁ […]

rain-2,,

rain-2,,

Rakesh Mallick
  • Published: Friday, 29 September 2017
  • Updated: 29 September 2017, 12:45 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦଶହରାରେ ପୂଜା ମଉଜ ଜମି ଆସୁଥିବା ବେଳେ ବାଧକ ସାଜିପାରେ ବର୍ଷା। ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ହଲକା ବର୍ଷା ହୋଇଛି। ଆସନ୍ତା ୨ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ରାଜ୍ୟର ବାକି ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର ଆଦି ଜିଲ୍ଲାରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ଅକ୍ଟୋବର ୧ ଓ ୨ ତାରିଖରେ ବର୍ଷା ଅଧିକ ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story