ଆଜି ରାତିରେ ବର୍ଷିବ, ପବନ ବି ବୋହିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପ୍ରଭାବରେ ଆଜି ରାତିରେ ପ୍ରବଳ ବର୍ଷା ହେବ। ଏଥି ସହିତ କିଛି ଜିଲ୍ଲାରେ ଘଡ଼ଘଡି ମାରିବ। ପ୍ରବଳ ବେଗରେ ପବନ ମଧ୍ୟ ବୋହିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ଏପରି ଆକଳନ। ଏହି ସମୟରେ ବାହାରକୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି। କାଳବୈଶାଖୀ ପ୍ରଭାବରେ ଗତକିଛି ଦିନ ଧରି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହିତ ଘଡଘଡ଼ି ହେଉଛି। ଆଜି ରାତିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ […]

rain

rain

Rakesh Mallick
  • Published: Thursday, 12 April 2018
  • Updated: 12 April 2018, 09:29 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପ୍ରଭାବରେ ଆଜି ରାତିରେ ପ୍ରବଳ ବର୍ଷା ହେବ। ଏଥି ସହିତ କିଛି ଜିଲ୍ଲାରେ ଘଡ଼ଘଡି ମାରିବ। ପ୍ରବଳ ବେଗରେ ପବନ ମଧ୍ୟ ବୋହିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ଏପରି ଆକଳନ। ଏହି ସମୟରେ ବାହାରକୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

କାଳବୈଶାଖୀ ପ୍ରଭାବରେ ଗତକିଛି ଦିନ ଧରି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହିତ ଘଡଘଡ଼ି ହେଉଛି। ଆଜି ରାତିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ସୂଚନର ମୁତାବକ ଗଜପତି, ଗଞ୍ଜାମ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ କାଳବୈଶାଖୀ ତାଣ୍ଡବ ରଚିବ। ଏହି ସମୟରେ ପ୍ରବଳ ବର୍ଷା ହେବା ସହିତ ୬୦ରୁ ୭୦ କିମି ବେଗରେ ପବନ ବୋହିବ। ପ୍ରକୃତି ଯେତେବେଳେ ତାଣ୍ଡବ ରଚିବ ସେହି ସମୟରେ ବାହାରକୁ ନବାହାରିବାକୁ ପରାମର୍ଶ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story