ଆସନ୍ତାକାଲି ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୧୬ ଓ ୧୭ରେ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଥାଇଲାଣ୍ଡ ଉପକୂଳରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଛି। ଏହା ଧିରେ ଧିରେ ଦକ୍ଷିଣ ଆଣ୍ଡାମାନ ସାଗର ଆଡ଼କୁ ଗତି କରିବ। ଏହା ପ୍ରଭାବରେ ଆସନ୍ତାକାଲି ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଭୁବେନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଲଘୁଚାପ କ୍ଷେତ୍ରଟି ଧିରେ ଧିରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ୧୫ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍ ସଂଲଗ୍ନ […]

rain

rain

Tapaswini Nayak
  • Published: Friday, 12 November 2021
  • Updated: 12 November 2021, 02:12 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଥାଇଲାଣ୍ଡ ଉପକୂଳରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଛି। ଏହା ଧିରେ ଧିରେ ଦକ୍ଷିଣ ଆଣ୍ଡାମାନ ସାଗର ଆଡ଼କୁ ଗତି କରିବ। ଏହା ପ୍ରଭାବରେ ଆସନ୍ତାକାଲି ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଭୁବେନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଲଘୁଚାପ କ୍ଷେତ୍ରଟି ଧିରେ ଧିରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ୧୫ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୧୬ ଓ ୧୭ ତାରିଖରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଉଛି।

ଶ୍ରୀ ଦାସ ଆହୁରି କହିଛନ୍ତି, ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି। ଏବେ ଏହା ତାମିଲନାଡୁ ଉପକୂଳ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ସକ୍ରିୟ ରହିଛି। ସେହି ଅଞ୍ଚଳରୁ ଗୋଟିଏ ଟ୍ରପ ଲାଇନ୍ ଓଡ଼ିଶା ଯାଏ ଲମ୍ବିଥିବାରୁ ଏହା ପ୍ରଭାବରେ ଆମ ରାଜ୍ୟରେ ବର୍ଷା ହେଉଛି। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ମେଘୁଆ ପାଗ ଲାଗି ରହିଛି। ଗଞ୍ଜାମ ଜିଲ୍ଲାର ପୁରୁଷୋତ୍ତମପୁର ଓ ଛତ୍ରପୁରରେ ଗତ ୨୪ ଘଣ୍ଟାରେ ଅଧିକ ବର୍ଷା ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story