ଆସନ୍ତାକାଲିଠାରୁ ଏହି ସବୁ ଜିଲ୍ଲାରେ ଛେଚିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଭ୍ୟନ୍ତରୀଣ ତାମିଲନାଡୁ ତଥା ପାର୍ଶ୍ୱବର୍ତ୍ତୀ ରୟାଲସୀମାରୁ ଉପକୂଳ ଆନ୍ଧ୍ରପ୍ରଦେଶ ଦେଇ ଆଭ୍ୟନ୍ତରୀଣ ଓଡ଼ିଶା ଯାଏ ସମୁଦ୍ର ପତ୍ତନଠାରୁ ୧.୫କିମି ଉପରେ ନିମ୍ନ ଚାପରେଖା ସକ୍ରିୟ ରହିଛି। ଏହାର ପ୍ରଭାବରେ କିଛି ଜିଲ୍ଲାରେ ହାଲୁକା ବର୍ଷା ଲାଗି ରହି ରହିଛି। ଆସନ୍ତାକାଲି ଠାରୁ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ପାଣିପାଗର ସୂଚନା ଅନୁସାରେ, ରାଜ୍ୟରେ ଆହୁରି ଦୁଇରୁ […]

Rain

Rain

Tapaswini Nayak
  • Published: Saturday, 20 November 2021
  • Updated: 20 November 2021, 11:06 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଭ୍ୟନ୍ତରୀଣ ତାମିଲନାଡୁ ତଥା ପାର୍ଶ୍ୱବର୍ତ୍ତୀ ରୟାଲସୀମାରୁ ଉପକୂଳ ଆନ୍ଧ୍ରପ୍ରଦେଶ ଦେଇ ଆଭ୍ୟନ୍ତରୀଣ ଓଡ଼ିଶା ଯାଏ ସମୁଦ୍ର ପତ୍ତନଠାରୁ ୧.୫କିମି ଉପରେ ନିମ୍ନ ଚାପରେଖା ସକ୍ରିୟ ରହିଛି। ଏହାର ପ୍ରଭାବରେ କିଛି ଜିଲ୍ଲାରେ ହାଲୁକା ବର୍ଷା ଲାଗି ରହି ରହିଛି। ଆସନ୍ତାକାଲି ଠାରୁ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

ପାଣିପାଗର ସୂଚନା ଅନୁସାରେ, ରାଜ୍ୟରେ ଆହୁରି ଦୁଇରୁ ତିନି ଦିନ ପର୍ଯ୍ୟନ୍ତ କୋହଲା ପାଗ ଲାଗି ରହିବ। ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ଠାରୁ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ଏହାସହ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ  ବଢିବାର  ସମ୍ଭାବନା ରହିଛି।  ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ଶୀତ ଅନୁଭୂତ ହେବ  ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story