ଆସନ୍ତାକାଲି ଏହି ସବୁ ଜିଲ୍ଲାରେ ହେବ ପ୍ରବଳ ବର୍ଷା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ କାଲିଠୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ। ଏଥିପାଇଁ ୧୦ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। […]

rain-1

rain-1

Tapaswini Nayak
  • Published: Saturday, 08 August 2020
  • Updated: 08 August 2020, 04:13 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ କାଲିଠୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ। ଏଥିପାଇଁ ୧୦ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ମୟୂରଭଞ୍ଜ, କଳାହାଣ୍ଡି, ବଲାଙ୍ଗିର,ବରଗଡ଼, ବୌଦ୍ଧ, କଳାହାଣ୍ଡି ଓ କେନ୍ଦ୍ରାପଡ଼ା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos