/odisha-reporter/media/post_attachments/uploads/2020/08/rain-6.jpg)
rain
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ୧୦ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
Advertisment
ପାଣିପାଗ ବିଭାଗ ସୂଚନା ଅନୁସାରେ ବର୍ଷା ହେବା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଝାରସୁଗୁଡ଼ାକୁ ,ବରଗଡ଼, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
