ଏହି ସବୁ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ୧୦ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ସୂଚନା ଅନୁସାରେ ବର୍ଷା ହେବା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଝାରସୁଗୁଡ଼ାକୁ ,ବରଗଡ଼, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ।

rain

rain

Tapaswini Nayak
  • Published: Thursday, 03 September 2020
  • Updated: 03 September 2020, 02:51 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ୧୦ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ ବିଭାଗ ସୂଚନା ଅନୁସାରେ ବର୍ଷା ହେବା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଝାରସୁଗୁଡ଼ାକୁ ,ବରଗଡ଼, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story