Advertisment

ଏହି ସବୁ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ୧୦ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ସୂଚନା ଅନୁସାରେ ବର୍ଷା ହେବା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଝାରସୁଗୁଡ଼ାକୁ ,ବରଗଡ଼, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ।

ଅଦ୍ୟତନ ହୋଇଛି
ଅଗଷ୍ଟରେ ୪୬.୯% ବେଶୀ ବର୍ଷା: ୪୪ଟି ବ୍ଲକରେ ନିଅଣ୍ଟିଆ ବର୍ଷା

rain

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ୧୦ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ପାଣିପାଗ ବିଭାଗ ସୂଚନା ଅନୁସାରେ ବର୍ଷା ହେବା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଝାରସୁଗୁଡ଼ାକୁ ,ବରଗଡ଼, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ।

Rain
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe