ଦୀପାବଳିକୁ ଫିକା କରିପାରେ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୩ ତାରିଖରେ ରାଜ୍ୟରେ ଲଘୁଚାପଜନିତ ବର୍ଷା ହେବାର ଆଶଙ୍କା ରହିଛି। ଏନେଇ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ କୃଷି ନିର୍ଦ୍ଦେଶକ ଓ ସଚିବଙ୍କୁ ସୂଚିତ କରାଯିବା ସହ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଆବଶ୍ୟକ ପଦକ୍ଷେପ ନେବା ପାଇଁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି। ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ସଂଲଗ୍ନ ଓ ତାମିଲନାଡୁର ଉତ୍ତର ଏବଂ […]

rain--1

rain--1

Manoranjan Sial
  • Published: Monday, 21 October 2019
  • Updated: 21 October 2019, 08:45 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୩ ତାରିଖରେ ରାଜ୍ୟରେ ଲଘୁଚାପଜନିତ ବର୍ଷା ହେବାର ଆଶଙ୍କା ରହିଛି। ଏନେଇ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ କୃଷି ନିର୍ଦ୍ଦେଶକ ଓ ସଚିବଙ୍କୁ ସୂଚିତ କରାଯିବା ସହ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଆବଶ୍ୟକ ପଦକ୍ଷେପ ନେବା ପାଇଁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି।

ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ସଂଲଗ୍ନ ଓ ତାମିଲନାଡୁର ଉତ୍ତର ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାକୁ ଯାଉଛି। ଯାହାର ପ୍ରଭାବରେ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ତେଣୁ ଦୀପାବଳିକୁ ଫିକା କରିପାରେ।

୨୩ରେ ଗଜପତି, ଗଞ୍ଜାମ, ରାୟଗଡ଼ା, ପୁରୀ, କନ୍ଧମାଳ, ନୟାଗଡ଼, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାବେଳେ ୨୪ତାରିଖରେ ଗଜପତି, ଗଞ୍ଜାମ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନବରଙ୍ଗପୁର ଓ କଟକ ଜିଲ୍ଲା ରହିଛି। ସେହିପରି ୨୫ରେ କେନ୍ଦୁଝର, ମୟୂରଭଞ୍ଜ, କଟକ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର ଓ ନୟାଗଡ଼ ଜିଲ୍ଲାରେ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story