ଘୂର୍ଣ୍ଣିବଳୟ ସକ୍ରିୟ, ଲାଗି ରହିବ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବ ଝାଡ଼ଖଣ୍ଡ ଓ ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡ଼ିଶାର ବାୟୁମଣ୍ଡଳର ସମୁଦ୍ର ପତ୍ତନଠାରୁ ୧.୫କିମି ଓ ୫.୮ କିମି ମଧ୍ୟରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଯାହା ବାୟୁମଣ୍ଡଳରେ ଦକ୍ଷିଣ ଆଡ଼କୁ ଢଳିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ୫ ଦିନ ଧରି କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ସତର୍କ ସୂଚନା ଜାରି କରିଛି।   ଆଇଏମ୍‌ଡି ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଗୁରୁବାର ସକାଳ ସାଢ଼େ ୮ଟା […]

Weather

Weather

Manoranjan Sial
  • Published: Wednesday, 22 June 2022
  • Updated: 22 June 2022, 10:31 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବ ଝାଡ଼ଖଣ୍ଡ ଓ ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡ଼ିଶାର ବାୟୁମଣ୍ଡଳର ସମୁଦ୍ର ପତ୍ତନଠାରୁ ୧.୫କିମି ଓ ୫.୮ କିମି ମଧ୍ୟରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଯାହା ବାୟୁମଣ୍ଡଳରେ ଦକ୍ଷିଣ ଆଡ଼କୁ ଢଳିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ୫ ଦିନ ଧରି କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ସତର୍କ ସୂଚନା ଜାରି କରିଛି।  

ଆଇଏମ୍‌ଡି ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଗୁରୁବାର ସକାଳ ସାଢ଼େ ୮ଟା ଭିତରେ କନ୍ଧମାଳ, ଗଞ୍ଜାମ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ, କଟକ, ଢେଙ୍କାନାଳ ଓ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥି ସହ ବଜ୍ରପାତ ଓ ଘଡ଼ଘଡ଼ି ମାରିବାର ଆଶଙ୍କା ରହିଛି।

https://twitter.com/mcbbsr/status/1539547086349225984?s=20&t=8CRQSOwnKaT64HWLvj-NRw

୨୩ ତାରିଖ ସକାଳ ସାଢ଼େ ୮ଟାରୁ ୨୪ ତାରିଖ ସକାଳ ସାଢ଼େ ୮ଟା ଭିତରେ ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ,କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ବଜ୍ରପାତ ଓ ଘଡ଼ଘଡ଼ି ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ବଲାଙ୍ଗିର ପାଇଁ ସତର୍କ ସୂଚନା ଜାରି କରାଯାଇଛି।

୨୪ ତାରିଖ ସକାଳ ସାଢ଼େ ୮ଟାରୁ ୨୫ ତାରିଖ ସକାଳ ସାଢ଼େ ୮ଟା ଭିତରେ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1539511322446274560?s=20&t=8CRQSOwnKaT64HWLvj-NRw

୨୫ ତାରିଖ ସକାଳ ସାଢ଼େ ୮ଟାରୁ ୨୬ ତାରିଖ ସକାଳ ସାଢ଼େ ୮ଟା ଭିତରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶାଙ୍କା କରାଯାଉଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାକି ଜିଲ୍ଲାରେ ମଧ୍ୟ ସ୍ୱଳ୍ପ ବର୍ଷା ହୋଇପାରେ।

୨୬ ତାରିଖ ସକାଳ ସାଢ଼େ ୮ଟାରୁ ୨୭ ତାରିଖ ସକାଳ ସାଢ଼େ ୮ଟା ଭିତରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର ଓ ବରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story