ଘୂର୍ଣ୍ଣିବଳୟ: ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ପଶ୍ଚିମବଙ୍ଗ ଓ ଏହାର ଆଖପାଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୩ ଦିନ ପାଇଁ ଏହାର ପ୍ରଭାବ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ୭ଟି ଜିଲ୍ଲା ପାଇଁ ଅରେଞ୍ଜ୍ ଓ ୮ଟି ଜିଲ୍ଲା ପାଇଁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି।  ଭଦ୍ରକ, ଯାଜପୁର, ବାଲେଶ୍ୱର, କେନ୍ଦ୍ରାପଡ଼ା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଢେଙ୍କାନାଳ, ମୟୂରଭଞ୍ଜ, […]

ee-1

ee-1

Tapas Behera
  • Published: Wednesday, 11 September 2019
  • Updated: 11 September 2019, 03:03 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ପଶ୍ଚିମବଙ୍ଗ ଓ ଏହାର ଆଖପାଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୩ ଦିନ ପାଇଁ ଏହାର ପ୍ରଭାବ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ୭ଟି ଜିଲ୍ଲା ପାଇଁ ଅରେଞ୍ଜ୍ ଓ ୮ଟି ଜିଲ୍ଲା ପାଇଁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି।  ଭଦ୍ରକ, ଯାଜପୁର, ବାଲେଶ୍ୱର, କେନ୍ଦ୍ରାପଡ଼ା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନୁଗୁଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ସୁନ୍ଦରଗଡ଼ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ପାଇଁ ୟେଲୋ ୱାର୍ଣ୍ଣିଂ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos