ସନ୍ଧ୍ୟା ୬ଟା ଯାଏଁ ସତର୍କ ରୁହନ୍ତୁ, ହୋଇପାରେ ଝଡ଼ବର୍ଷା
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କାଳବୈଶାଖୀ ବର୍ଷା ପାଇଁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ସନ୍ଧ୍ୟା ୬ଟା ଯାଏଁ ସତର୍କ ରଖିବାକୁ ପରାମର୍ଶ ଦିଆଯାଇଛି। ଏହାସହ ୫ ଜିଲ୍ଲାକୁ ସାବଧାନ ରହିବାକୁ କୁହାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି କୋରାପୁଟ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ବଲାଙ୍ଗିର। ଏହି ସମୟରେ ଝଡ଼ବର୍ଷା ସହ କୁଆପଥର ମାଡ଼ ହେବା ସମ୍ଭାବନା ରହିଛି। ଏଥିସହ ୫୦ରୁ ୬୦ କିମି ବେଗରେ ପବନ ବହିବା ଆଶଙ୍କା କରାଯାଇଛି।
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କାଳବୈଶାଖୀ ବର୍ଷା ପାଇଁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ସନ୍ଧ୍ୟା ୬ଟା ଯାଏଁ ସତର୍କ ରଖିବାକୁ ପରାମର୍ଶ ଦିଆଯାଇଛି। ଏହାସହ ୫ ଜିଲ୍ଲାକୁ ସାବଧାନ ରହିବାକୁ କୁହାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି କୋରାପୁଟ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ବଲାଙ୍ଗିର।
ଏହି ସମୟରେ ଝଡ଼ବର୍ଷା ସହ କୁଆପଥର ମାଡ଼ ହେବା ସମ୍ଭାବନା ରହିଛି। ଏଥିସହ ୫୦ରୁ ୬୦ କିମି ବେଗରେ ପବନ ବହିବା ଆଶଙ୍କା କରାଯାଇଛି।