ସନ୍ଧ୍ୟା ୬ଟା ଯାଏଁ ସତର୍କ ରୁହନ୍ତୁ, ହୋଇପାରେ ଝଡ଼ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କାଳବୈଶାଖୀ ବର୍ଷା ପାଇଁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ସନ୍ଧ୍ୟା ୬ଟା ଯାଏଁ ସତର୍କ ରଖିବାକୁ ପରାମର୍ଶ ଦିଆଯାଇଛି। ଏହାସହ ୫ ଜିଲ୍ଲାକୁ ସାବଧାନ ରହିବାକୁ କୁହାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି  କୋରାପୁଟ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ବଲାଙ୍ଗିର। ଏହି ସମୟରେ ଝଡ଼ବର୍ଷା ସହ କୁଆପଥର ମାଡ଼ ହେବା ସମ୍ଭାବନା ରହିଛି। ଏଥିସହ ୫୦ରୁ ୬୦ କିମି ବେଗରେ ପବନ ବହିବା ଆଶଙ୍କା କରାଯାଇଛି।

storm3

Rakesh Mallick
  • Published: Saturday, 26 May 2018
  • , Updated: 26 May 2018, 03:02 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କାଳବୈଶାଖୀ ବର୍ଷା ପାଇଁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ସନ୍ଧ୍ୟା ୬ଟା ଯାଏଁ ସତର୍କ ରଖିବାକୁ ପରାମର୍ଶ ଦିଆଯାଇଛି। ଏହାସହ ୫ ଜିଲ୍ଲାକୁ ସାବଧାନ ରହିବାକୁ କୁହାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି  କୋରାପୁଟ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ବଲାଙ୍ଗିର।

ଏହି ସମୟରେ ଝଡ଼ବର୍ଷା ସହ କୁଆପଥର ମାଡ଼ ହେବା ସମ୍ଭାବନା ରହିଛି। ଏଥିସହ ୫୦ରୁ ୬୦ କିମି ବେଗରେ ପବନ ବହିବା ଆଶଙ୍କା କରାଯାଇଛି।

Related story