ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଉତ୍ତର ଛତିଶଗଡ଼ ଅଞ୍ଚଳକୁ ଗତି କରିଥିଲେ ମଧ୍ୟ ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କେତେକ ଅଞ୍ଚଳରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ଓଡ଼ିଶାରେ ମଧ୍ୟ […]

weather

weather

Rakesh Mallick
  • Published: Tuesday, 08 August 2017
  • Updated: 08 August 2017, 06:11 PM IST

Sports

Latest News

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଉତ୍ତର ଛତିଶଗଡ଼ ଅଞ୍ଚଳକୁ ଗତି କରିଥିଲେ ମଧ୍ୟ ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କେତେକ ଅଞ୍ଚଳରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଉତ୍ତର ଓଡ଼ିଶାରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos