୨୫ରେ ୫ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୫ରୁ ୨୮ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବଢ଼ିବ ବର୍ଷା। ୨୫ରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ନବରଙ୍ଗପୁରରେ ବର୍ଷିବ। ୨୫ରେ ୧୫ ଜିଲ୍ଲାକୁ ଝଡ଼ତୋଫାନ ଏବଂ ବଜ୍ରପାତ ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁରକୁ ଆଲର୍ଟ ଜାରି କରାଯାଇଛି। ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, କଟକ, ଢେଙ୍କାନାଳ ଜିଲ୍ଲାକୁ […]

rain-1-1

rain-1-1

Tapas Behera
  • Published: Wednesday, 23 September 2020
  • Updated: 23 September 2020, 04:33 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୫ରୁ ୨୮ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବଢ଼ିବ ବର୍ଷା। ୨୫ରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ନବରଙ୍ଗପୁରରେ ବର୍ଷିବ। ୨୫ରେ ୧୫ ଜିଲ୍ଲାକୁ ଝଡ଼ତୋଫାନ ଏବଂ ବଜ୍ରପାତ ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁରକୁ ଆଲର୍ଟ ଜାରି କରାଯାଇଛି। ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, କଟକ, ଢେଙ୍କାନାଳ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି। ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ପୁରୀ ଜିଲ୍ଲାକୁ ବଜ୍ରପାତ ସତର୍କ ସୂଚନା ଜାରି କରାଯାଇଛି।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos