ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ଝଡ଼ବର୍ଷା ହେବ। ଏହି ସମୟରେ ଘଡ଼ଘଡ଼ି ମାରିପାରେ। ଏହାସହ ପବନ ବହିବ। ଏନେଇ ଏସ୍ଆରସି ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅପରାହ୍ନ ୩ ଟା ପର୍ଯ୍ୟନ୍ତ ସତର୍କ ରହିବାକୁ କୁହାଯାଇଛି।
ସେହି ସ୍ଥାନଗୁଡ଼ିକ ହେଲା ଝୁମ୍ପୁରା, କେନ୍ଦୁଝର, ବାଂଶପାଳ, ପାଟନା, ସାହାରାପଡ଼ା,ଘଟଗାଁ, ତେଲକୋଇ, ଆନନ୍ଦପୁର, ହରିଚନ୍ଦନପୁର,ଘସିପୁରା, ହାଟଡିହି ଓ ହଦଗିରି।
ସୂଚନାଯୋଗ୍ୟ, ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଲାଗି ରହିଛି। ଦିନବେଳେ ଘରୁ ବାହାରିବା କଷ୍ଟକର ହେଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଏମିତି ଆସି ମୃତ୍ୟୁ; ବାଲିଯାତ୍ରା ବୁଲିଲା ବେଳେ ଟଳିପଡ଼ିଲେ ଯୁବକ
ଗତକାଲି ପ୍ରମୋଦ ନିଜର ୪ ସାଙ୍ଗ ମାନଙ୍କ ସହ ବାଲିଯାତ୍ରା ଆସିଥିଲେ।
Politics
ବବିଙ୍କ ଭାଇ ଭବଙ୍କୁ ବାନ୍ଧିଲା ପୁଲିସ
ଗତକାଲି ବିଳମ୍ବିତ ରାତିରେ ଭବ ଦାସଙ୍କୁ ଘରୁ ଉଠାଇ ଆଣି ଅଟକ ରଖିଥିଲା ପୁଲିସ।
Accident
ଭୟାବହ ଅଗ୍ନିକାଣ୍ଡ; ଜଳିଗଲା ପ୍ଲାଷ୍ଟିକ୍ ସ୍କ୍ରାପ୍ ଗୋଦାମ
ସର୍ଟ ସର୍କିଟରୁ ଏହି ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।