ଏହି ସବୁ ଜିଲ୍ଲାରେ ଆଜି ପ୍ରବଳ ବର୍ଷିବ

ଭୁବନେଶ୍ୱର ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ବରଗଡ଼, ସମ୍ବଲପୁର ଓ ନୂଆପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିସହିତ ଢେଙ୍କାନାଳ, ମୟୂରଭଞ୍ଜ, ଦେବଗଡ଼, ସୋନପୁର, ବଲାଙ୍ଗିର, କୋରାପୁଟ, ନବରଙ୍ଗପୁର ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱରସ୍ଥିତ ପାଣିପାଗ ବିଭାଗରେ କାର୍ଯ୍ୟରତ ବିଶେଷଜ୍ଞ ସୂଚନା ଦେଇଛନ୍ତି। ସେ କହିଛନ୍ତି,“ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି […]

Heavy_Rain-1

Heavy_Rain-1

Tapaswini Nayak
  • Published: Tuesday, 03 September 2019
  • Updated: 03 September 2019, 01:10 PM IST

Sports

Latest News

ଭୁବନେଶ୍ୱର ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ବରଗଡ଼, ସମ୍ବଲପୁର ଓ ନୂଆପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିସହିତ ଢେଙ୍କାନାଳ, ମୟୂରଭଞ୍ଜ, ଦେବଗଡ଼, ସୋନପୁର, ବଲାଙ୍ଗିର, କୋରାପୁଟ, ନବରଙ୍ଗପୁର ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱରସ୍ଥିତ ପାଣିପାଗ ବିଭାଗରେ କାର୍ଯ୍ୟରତ ବିଶେଷଜ୍ଞ ସୂଚନା ଦେଇଛନ୍ତି।

ସେ କହିଛନ୍ତି,“ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାସହ ରାଜସ୍ଥାନରୁ ଏକ ଟ୍ରଫ୍‌ ଲାଇନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଯାଏ ଲମ୍ବିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ରାଜ୍ୟର ଆହୁରି ତିନି, ଚାରି ଦିନ ବର୍ଷା ଲାଗି ରହିବ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି।”

ସେ ଆହୁରି କହିଛନ୍ତି,“ ଗତ ୨୪ ଘଣ୍ଟା ମଧ୍ୟରେ କୋଟପାଡ଼ରେ ୧୩୫ ମି.ମି ବର୍ଷା ରେକର୍ଡ କରାଯାଇଛି। ସେହିପରି ପାପଡ଼ାହାଣ୍ଡିରେ ୧୧୮ ମି.ମି, ରେଙ୍ଗାଲିରେ ୭୦ ମି.ମି ବର୍ଷା ହୋଇଥିବା ବେଳେ ଜୟପୁର ଓ କୋରାପୁଟରେ ୯୦ ମିଲିମିଟର ବର୍ଷା ହୋଇଛି।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story