ରାଜ୍ୟରେ ଆହୁରି ୪୮ ଘଣ୍ଟା ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲିଠାରୁ ଆଜି ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ତେବେ ଏହି ବର୍ଷା ଆହୁରି ୪୮ ଘଣ୍ଟା ଲାଗି ରହିବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଡ୍ୟୁଟି ଅଫିସର ପ୍ରଭାତ ବେଉରିଆ। ସୂଚନାରୁ ପ୍ରକାଶ, ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ତା’ ସହିତ ରାଜସ୍ଥାନରୁ କୋଲକାତା ଯାଏ ଏକ ଟ୍ରଫ୍‌ ଲାଇନ୍‌ ଲମ୍ବିଛି। ଏଥିଯୋଗୁ ଗତକାଲିଠାରୁ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ଆଜି ସକାଳେ ଭୁବନେଶ୍ୱର […]

rain1

rain1

Tapaswini Nayak
  • Published: Saturday, 27 July 2019
  • Updated: 27 July 2019, 11:33 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲିଠାରୁ ଆଜି ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ତେବେ ଏହି ବର୍ଷା ଆହୁରି ୪୮ ଘଣ୍ଟା ଲାଗି ରହିବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଡ୍ୟୁଟି ଅଫିସର ପ୍ରଭାତ ବେଉରିଆ।

ସୂଚନାରୁ ପ୍ରକାଶ, ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ତା’ ସହିତ ରାଜସ୍ଥାନରୁ କୋଲକାତା ଯାଏ ଏକ ଟ୍ରଫ୍‌ ଲାଇନ୍‌ ଲମ୍ବିଛି। ଏଥିଯୋଗୁ ଗତକାଲିଠାରୁ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ଆଜି ସକାଳେ ଭୁବନେଶ୍ୱର ସମେତ ଉପକୂଳ ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ହୋଇଛି। ତେବେ ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ବରଗଡ଼ ଜିଲ୍ଲାରେ ଆଜି ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ଏହା ବ୍ୟତୀତ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ପ୍ରଭାତ ବେଉରିଆ କହିଛନ୍ତି, “ଆସନ୍ତା ୩୧ ତାରିଖରେ ପୁଣି ଥରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ପୂର୍ବାନୁମାନ କରାଯାଉଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବ। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ସ୍ୱାଭାବିକଠାରୁ କମ୍ ବର୍ଷା ହୋଇଛି। ତେବେ ଏହି ଲଘୁଚାପ ନିଅଣ୍ଟିଆ ବର୍ଷା ପରିମାଣକୁ ପୂରଣ କରିବ।”

ଗତ ୨୪ ଘଣ୍ଟା ଭିତରେ ପୁରୀରେ ସର୍ବାଧିକ ଅଧିକ ବର୍ଷା ହୋଇଛି। ଏଠାରେ ୮୭ ମିଲି ମିଟର ବର୍ଷା ହୋଇଥିବା ବେଳେ ଭୁବନେଶ୍ୱରରେ ୫୧ ମିଲିମିଟର, ଗୋପାଳପୁରରେ ୨୬ ମିଲିମିଟର, ଚାନ୍ଦବାଲିରେ ୩୧ ମିଲିମିଟର, ଝାରସୁଗୁଡ଼ାରେ ୩୦ ମିଲିମିଟର ବର୍ଷା ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story