Advertisment

୨୪ ଘଣ୍ଟାରେ ପ୍ରବଳ ବର୍ଷା, ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ଆସନ୍ତା ୨୪ ଘଣ୍ଟା ଯାଏଁ ପ୍ରବଳ ବର୍ଷିବ। ଏନେଇ ଆଜି ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡିକ ହେଲା- କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର ଓ ବରଗଡ଼। ସେହିପରି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ସ୍ୱଳ୍ପ ବର୍ଷା ସହ ଝଡ଼ତୋଫାନର ସମ୍ଭାବନା […]

author-image
Puspanjali Panda
ଅଦ୍ୟତନ ହୋଇଛି
୨୪ ଘଣ୍ଟା ମଧ୍ୟରେ ୪ ଜିଲ୍ଲାରେ ହୋଇପାରେ ଅଧିକ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି

rain4

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ଆସନ୍ତା ୨୪ ଘଣ୍ଟା ଯାଏଁ ପ୍ରବଳ ବର୍ଷିବ। ଏନେଇ ଆଜି ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Advertisment

ସେହିପରି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡିକ ହେଲା- କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର ଓ ବରଗଡ଼।

ସେହିପରି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ସ୍ୱଳ୍ପ ବର୍ଷା ସହ ଝଡ଼ତୋଫାନର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ଯାଏଁ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ତେବେ ଆସନ୍ତା ୧୯ରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।

Advertisment