୨୪ ଘଣ୍ଟାରେ ପ୍ରବଳ ବର୍ଷା, ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ଆସନ୍ତା ୨୪ ଘଣ୍ଟା ଯାଏଁ ପ୍ରବଳ ବର୍ଷିବ। ଏନେଇ ଆଜି ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡିକ ହେଲା- କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର ଓ ବରଗଡ଼। ସେହିପରି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ସ୍ୱଳ୍ପ ବର୍ଷା ସହ ଝଡ଼ତୋଫାନର ସମ୍ଭାବନା […]

rain4

Puspanjali Panda
  • Published: Sunday, 16 August 2020
  • , Updated: 16 August 2020, 04:24 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ଆସନ୍ତା ୨୪ ଘଣ୍ଟା ଯାଏଁ ପ୍ରବଳ ବର୍ଷିବ। ଏନେଇ ଆଜି ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡିକ ହେଲା- କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର ଓ ବରଗଡ଼।

ସେହିପରି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ସ୍ୱଳ୍ପ ବର୍ଷା ସହ ଝଡ଼ତୋଫାନର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ଯାଏଁ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ତେବେ ଆସନ୍ତା ୧୯ରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।

Related story