୫ ଦିନ ଯାଏଁ ପ୍ରବଳ ବର୍ଷିବ, ସତର୍କ କରାଇଲେ ଏସ୍‌ଆର୍‌ସି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଗାମୀ ୫ ଦିନ ଯାଏଁ ରାଜ୍ୟର କେତେକ ଜିଲ୍ଲା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆର୍‌ସି। ସମସ୍ତ ପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଏସ୍‌ଆର୍‌ସି ପରାମର୍ଶ ଦେଇଛନ୍ତି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସୂଚନା ଅନୁସାରେ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,  କଟକ, ଜଗତସିଂହପୁର, ନବରଙ୍ଗପୁର, […]

Heavy-Rain

Heavy-Rain

Manoranjan Sial
  • Published: Monday, 20 June 2022
  • Updated: 20 June 2022, 07:34 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଗାମୀ ୫ ଦିନ ଯାଏଁ ରାଜ୍ୟର କେତେକ ଜିଲ୍ଲା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆର୍‌ସି। ସମସ୍ତ ପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଏସ୍‌ଆର୍‌ସି ପରାମର୍ଶ ଦେଇଛନ୍ତି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସୂଚନା ଅନୁସାରେ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,  କଟକ, ଜଗତସିଂହପୁର, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲା ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଉପରୋକ୍ତ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ଓ ଘଡ଼ଘଡ଼ି ମାରିବାର ଆଶଙ୍କା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1538830105308704769?s=20&t=IoDhU9iYhE8gnou_b6FIuQ

୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ଭିତରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୋଳ, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବଜ୍ରପାତ ଓ ଘଡ଼ଘଡି ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ ଏବଂ ଗଞ୍ଜାମ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୨ ତାରିଖ ସକାଳ ସାଢ଼େ ୮ଟାରୁ ୨୩ ତାରିଖ ସକାଳ ସାଢ଼େ ୮ଟା ଭିତରେ ସୋନପୁର, ସମ୍ୱଲପୁର, ବରଗଡ଼, ବୌଦ୍ଧ, କନ୍ଧମାଳ, ଅନୁଗୋଳ, ଦେବଗଡ଼, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୩ ତାରିଖ ସକାଳ ସାଢ଼େ ୮ଟାରୁ ୨୪ ତାରିଖ ସକାଳ ସାଢ଼େ ୮ଟା ଭିତରେ ବରଗଡ଼,ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୪ ତାରିଖ ସକାଳ ସାଢ଼େ ୮ଟାରୁ ୨୫ ତାରିଖ ସକାଳ ସାଢ଼େ ୮ଟା ଭିତରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, ସମ୍ୱଲପୁର, ସୋନପୁର, ବୌଦ୍ଧ, କଳାହାଣ୍ଡି ଓ ବଲାଙ୍ଗିର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story