ଆଜି ୧୧ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ୧୧ ଟି ଜିଲ୍ଲାରେ ବର୍ଷା ହେବ। ସେହି ଜିଲ୍ଲାଗୁଡ଼ିକ ହେଲା ସମ୍ବଲପୁର, […]

rain

rain

Tapaswini Nayak
  • Published: Wednesday, 22 September 2021
  • Updated: 22 September 2021, 07:48 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ, ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ୧୧ ଟି ଜିଲ୍ଲାରେ ବର୍ଷା ହେବ। ସେହି ଜିଲ୍ଲାଗୁଡ଼ିକ ହେଲା ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ଅନୁଗୁଳ, ବରଗଡ଼, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ସୁବର୍ଣ୍ଣପୁର, ଦେବଗଡ଼ ଓ ସୁନ୍ଦରଗଡ଼।

ଏହି ସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା  ହେବାର ସମ୍ଭାବନା ରହିଛି। ସଂପୃକ୍ତ ଜିଲ୍ଲାଗୁଡ଼ିକର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ଏସଆରସି ପରାମର୍ଶ ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story