ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପ ପ୍ରଭାବରେ ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୧ ଜିଲ୍ଲାରେ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, କନ୍ଧମାଳ, ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ଝାରସୁଗୁଡ଼ା, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।
Miscellaneous
ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍ ସର୍ଭେ ରିପୋର୍ଟ
ବୈଷୟିକ ରିପୋର୍ଟ ହସ୍ତଗତ ହୋଇ ସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି ଓ ସଂରକ୍ଷଣ କାର୍ଯ୍ୟ ହାତକୁ ନେବାକୁ ଏଏସଆଇ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିବା ଲେଖିଛନ୍ତି ମୁଖ୍ୟ ପ୍ରଶାସକ।
Miscellaneous
ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ
ଓଡ଼ିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଆଜି ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।
Politics
ଯାଜପୁର କଳିରେ ଲମ୍ଫ ମାରିଲେ ପ୍ରମିଳା; ପ୍ରତି ଆକ୍ରମଣ କଲେ ହିମାଂଶୁ
ହିମାଂଶୁ-ଲଲ-ବବି କଳିରେ ଏଣ୍ଟ୍ରୀ ମାରି ଗଣମାଧ୍ୟମରେ ପ୍ରମିଳା କହିଥିଲେ, ଧର୍ମଶାଳା ବିଧାୟକ ମିଛ କହୁଛନ୍ତି। ଗାଡିରୁ ସେ ଓହ୍ଲାଇ ନାହାଁନ୍ତି। ତାଙ୍କୁ କିଏ ଆକ୍ରମଣ କଲା