୧୧ ଜିଲ୍ଲାକୁ ରେଡ୍ ଏବଂ ୧୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ପୂରା ରାଜ୍ୟରେ ପ୍ରବଳ ଛେଚିବ ବର୍ଷା। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୧୧ ଜିଲ୍ଲାକୁ ରେଡ୍ ଏବଂ ୧୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ସୋନପୁର, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ସୋନପୁର, ଦେବଗଡ଼, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା  ଜିଲ୍ଲାଗୁଡିକରେ ମଧ୍ୟମ ଧରଣର ବର୍ଷା […]

rain

rain

Niranjan Mishra
  • Published: Sunday, 14 August 2022
  • Updated: 14 August 2022, 09:20 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ପୂରା ରାଜ୍ୟରେ ପ୍ରବଳ ଛେଚିବ ବର୍ଷା। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୧୧ ଜିଲ୍ଲାକୁ ରେଡ୍ ଏବଂ ୧୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ସୋନପୁର, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ସୋନପୁର, ଦେବଗଡ଼, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।

ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା  ଜିଲ୍ଲାଗୁଡିକରେ ମଧ୍ୟମ ଧରଣର ବର୍ଷା ହେବ। ଏହି ଜିଲ୍ଲାଗୁଡ଼ିକ ହେଲା ଭଦ୍ରକ, ବାଲେଶ୍ୱର, କଟକ, କେନ୍ଦ୍ରାପଡ଼ା, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, ଯାଜପୁର, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି।

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଥିବାରୁ ଏଭଳି ସତର୍କ ସୂଚନା ଜାରି କରାଯାଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଓଡ଼ିଶା ଉପକୂଳରେ ଏହା ଅବପାତରେ ପରିଣତ ହୋଇଛି। ଦୀଘାରୁ ଦକ୍ଷିଣ ପୂର୍ବ ୧୦ କିମି ଦୂରରେ ଏହି ଅବପାତ କେନ୍ଦ୍ରୀଭୂତ ହୋଇଛି।

ତେଣେ ମୌସୁମୀ ବାୟୁର ନିମ୍ନ ଚାପ ରେଖା ଆଜି ଉତ୍ତର ରାଜସ୍ଥାନର ଗଙ୍ଗାନଗରରୁ ବାହାରି ରୋହତକ, ବାନଡା, ସିଦ୍ଧି, ଅମ୍ବିକାପୁର, ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡିଶା ଉପକୂଳ ଯାଏଁ ଲମ୍ବିଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

https://twitter.com/mcbbsr/status/1558755212659019776?s=20&t=z9kPLGVTabr3-BI-j7_otw

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story