ଆଜି ୯ଟି ଜିଲ୍ଲାରେ ପ୍ରବଳ ବର୍ଷା : ୩ ଦିନ ଯାଏ ଜାରି ରହିବ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୩ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ। ଉତ୍ତର ପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି।  ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତା ୩ ଦିନ ଯାଏ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଲକ୍ଷ୍ମୀକାନ୍ତ ଗିରି […]

rain

rain

Jyoshna Pradhan
  • Published: Monday, 12 August 2019
  • Updated: 12 August 2019, 01:24 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୩ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ। ଉତ୍ତର ପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି।  ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତା ୩ ଦିନ ଯାଏ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଲକ୍ଷ୍ମୀକାନ୍ତ ଗିରି କହିଛନ୍ତି, ଆଜି ରାଜ୍ୟର ୯ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ସେହି ଜିଲ୍ଲାଗୁଡ଼ିକ ହେଲା- ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ନବରଙ୍ଗପୁର, ବଲାଙ୍ଗିର, ନୂଆପଡ଼ା ଓ ବରଗଡ଼। ଏଥିସହ ଉପକୂଳ ଓଡ଼ିଶା ଅନୁଗୋଳ, ଢେଙ୍କାନାଳ, ମାଲକାନଗିରି ଓ ରାୟଗଡ଼ାରେ ବି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିଲାଗି ଆସନ୍ତା ୧୪ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।

ରାଜ୍ୟରେ ଏବେ ବି ବର୍ଷାର ପରିମାଣ ସ୍ୱାଭାବିକଠାରୁ ୧୧ ପ୍ରତିଶତ କମ୍ ଥିବା ବେଳେ ଏହି ତିନି ଦିନ ବର୍ଷା ପରେ ସ୍ଥିତିରେ ସୁଧାର  ଆସିବ ବୋଲି ଆଶା କରାଯାଉଥିବା ସେ କହିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story