କାକିନାଡ଼ା ଅତିକ୍ରମ କଲା ତୀବ୍ର ଅବପାତ; ଦକ୍ଷିଣ, ଉପକୂଳ ଓଡ଼ିଶାରେ ବର୍ଷୁଛି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆନ୍ଧ୍ରପ୍ରଦେଶରର କାକିନାଡ଼ା ଅତିକ୍ରମ କଲା ତୀବ୍ର ଅବପାତ।  ଆଜି ସକାଳ ୬ଟା ୩୦ରୁ ସକାଳ ୭ ଟା ୩୦ ମଧ୍ୟରେ ତୀବ୍ର ଅବପାତ ସ୍ଥଳଭାଗ ଅତିକ୍ରମ କରିଛି । ଏହି ସମୟରେ ଘଣ୍ଟାପ୍ରତି ୫୫ରୁ ୬୫ କିଲୋମିଟର ବେଗରେ ପବନ ବହିଥିଲା । ବେଳେ ବେଳେ ପବନର ବେଗ ଘଣ୍ଟାପ୍ରତି ୭୫ କିଲୋମିଟର ରହିଥିଲା । ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ଜାରି ରହିଛି । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, […]

rain-moonson

rain-moonson

Niharika Rout
  • Published: Tuesday, 13 October 2020
  • Updated: 13 October 2020, 10:13 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆନ୍ଧ୍ରପ୍ରଦେଶରର କାକିନାଡ଼ା ଅତିକ୍ରମ କଲା ତୀବ୍ର ଅବପାତ।  ଆଜି ସକାଳ ୬ଟା ୩୦ରୁ ସକାଳ ୭ ଟା ୩୦ ମଧ୍ୟରେ ତୀବ୍ର ଅବପାତ ସ୍ଥଳଭାଗ ଅତିକ୍ରମ କରିଛି । ଏହି ସମୟରେ ଘଣ୍ଟାପ୍ରତି ୫୫ରୁ ୬୫ କିଲୋମିଟର ବେଗରେ ପବନ ବହିଥିଲା । ବେଳେ ବେଳେ ପବନର ବେଗ ଘଣ୍ଟାପ୍ରତି ୭୫ କିଲୋମିଟର ରହିଥିଲା ।

ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ଜାରି ରହିଛି । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ରାୟଗଡ଼ା, କଳାହାଣ୍ଡି, ଗଂଜାମ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେଉଛି  । ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ମଧ୍ୟ ବର୍ଷା  ସମ୍ଭାବନା ରହିଛି  ।

। ଦ୍ୱିପ୍ରହର ସୁଦ୍ଧା ଗଭୀର ଅବପାତର ପ୍ରଭାବ କମିଯିବ । ଫଳରେ ଏହାର  ବିଶେଷ ପ୍ରଭାବ ରହିବ ନାହିଁ ବୋଲି କହିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

ତୀବ୍ର ଅବପାତ ପ୍ରଭାବରେ ନବରଙ୍ଗପୁର ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି।  ଗଜପତିର ୪ଟି ବ୍ଲକରୁ ୫୦୦ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇଛି। ପାହାଡ଼ ଉପରେ ଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇଛି। ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ତ୍ୱରିତ ପଦକ୍ଷେପ ନେଇଛି ବ୍ଲକ ପ୍ରଶାସନ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story