୨ ଦିନ ପ୍ରବଳ ବର୍ଷିବ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି ।  ଏହା ପ୍ରଭାବରେ ଆଜିଠାରୁ ୨ ଦିନ ଯାଏଁ ରାଜ୍ୟର ଅଧାରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷିବ। ମୁଖ୍ୟତଃ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ବିଶେଷ କରି ୨୨ଟି ଜିଲ୍ଲାରେ ବର୍ଷାର ପ୍ରଭାବ ରହିବାର ଥିବାରୁ ସେସବୁ ଜିଲ୍ଲାକୁ ୟେଲୋ ଓ୍ବାଣ୍ଣିଂ ଜାରି କରାଯାଇଛି । ୬ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ […]

rain

rain

Niharika Rout
  • Published: Monday, 06 September 2021
  • Updated: 06 September 2021, 08:58 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି ।  ଏହା ପ୍ରଭାବରେ ଆଜିଠାରୁ ୨ ଦିନ ଯାଏଁ ରାଜ୍ୟର ଅଧାରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷିବ। ମୁଖ୍ୟତଃ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ।

ବିଶେଷ କରି ୨୨ଟି ଜିଲ୍ଲାରେ ବର୍ଷାର ପ୍ରଭାବ ରହିବାର ଥିବାରୁ ସେସବୁ ଜିଲ୍ଲାକୁ ୟେଲୋ ଓ୍ବାଣ୍ଣିଂ ଜାରି କରାଯାଇଛି । ୬ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହି ୬ଟି ଜିଲ୍ଲା ହେଉଛି ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ ଏବଂ ପୁରୀ । ଲଘୁଚାପ ପ୍ରଭାବରେ ଆଜି ଓ ଆସନ୍ତାକାଲି ବର୍ଷାର ପରିମାଣ ବଢିବ । ଦକ୍ଷିଣ ଓଡିଶାରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦କିଲୋମିଟର ରହିପାରେ ।

ସମୁଦ୍ର ଅଶାନ୍ତ ହେବାର ସମ୍ଭାବନା ଥିବାରୁ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଜୁନ୍ ୧ରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସ୍ୱାଭାବିକଠାରୁ ୩୦ ପ୍ରତିଶତ କମ ବର୍ଷା ରେକର୍ଡ ହୋଇଛି। ତେଣୁ ଏହି ବର୍ଷା  ଚାଷୀଙ୍କୁ କିଛି ପରିମାଣରେ ଆଶ୍ୱସ୍ତ କରିପାରେ  ବୋଲି ଆକଳନ କରାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story