୨୪ରୁ ପୁଣି ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତା ୨୪ରୁ ୨୬ ତାରିଖ ଯାଏ ବର୍ଷିବ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାଶ। ପ୍ରଥମ ପର୍ଯ୍ୟାୟରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ବେଶି ବର୍ଷା ହେବ। ପରବର୍ତ୍ତୀ ଅବସ୍ଥାରେ ରାଜ୍ୟର ଅନ୍ୟ ଜିଲ୍ଲାମାନଙ୍କରେ ମଧ୍ୟ ବର୍ଷା ହେବ।  ଏହି ସମୟ ମଧ୍ୟରେ ସମୁଦ୍ର ଭିତରେ ଘଣ୍ଟାକୁ ୪୫ରୁ ୫୫ କିମି ବେଗରେ ପବନ ବହିବ।  ଲଘୁଚାପ […]

rain

rain

Niharika Rout
  • Published: Saturday, 22 August 2020
  • Updated: 22 August 2020, 11:41 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତା ୨୪ରୁ ୨୬ ତାରିଖ ଯାଏ ବର୍ଷିବ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାଶ।

ପ୍ରଥମ ପର୍ଯ୍ୟାୟରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ବେଶି ବର୍ଷା ହେବ। ପରବର୍ତ୍ତୀ ଅବସ୍ଥାରେ ରାଜ୍ୟର ଅନ୍ୟ ଜିଲ୍ଲାମାନଙ୍କରେ ମଧ୍ୟ ବର୍ଷା ହେବ।  ଏହି ସମୟ ମଧ୍ୟରେ ସମୁଦ୍ର ଭିତରେ ଘଣ୍ଟାକୁ ୪୫ରୁ ୫୫ କିମି ବେଗରେ ପବନ ବହିବ।  ଲଘୁଚାପ ସୃଷ୍ଟି ହେଲେ ୧୦୦୦ କିମି ଦୂରତାରେ ଏହାର ପ୍ରଭାବ ପଡ଼ିଥାଏ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ।

ଏଥି ସହ ଆହୁରି କହିଛନ୍ତି, ଜୁନ ୧ରୁ ଗତକାଲି ଯାଏଁ ରାଜ୍ୟରେ ସ୍ୱାଭାବିକଠୁ ୧% ବର୍ଷା କମ୍ ହୋଇଛି। ହେଲେ ମାଲକାନଗିରି ଜିଲ୍ଲାରେ ସ୍ୱାଭାବିକଠାରୁ ୫୭% ଅଧିକ ବର୍ଷା ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story