କାଲିଠୁ ଲଘୁଚାପ ! ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ଆସନ୍ତାକାଲି ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲିଠୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ଦକ୍ଷିଣ ଓଡ଼ିଶାରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟର ୧୨ ଜିଲ୍ଲାର […]

rain

rain

Puspanjali Panda
  • Published: Sunday, 23 August 2020
  • Updated: 23 August 2020, 04:05 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ଆସନ୍ତାକାଲି ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲିଠୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ଦକ୍ଷିଣ ଓଡ଼ିଶାରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ରାଜ୍ୟର ୧୨ ଜିଲ୍ଲାର ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡିକ ହେଲା- ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, କନ୍ଧମାଳ , ବୌଦ୍ଧ, କେନ୍ଦୁଝର ଓ ମୟୂରଭଞ୍ଜ। ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କରାଯାଇଛି।

ଚଳିତ ବର୍ଷ ଅଗଷ୍ଟ ମାସରେ ୨୭% ଅଧିକ ବର୍ଷା ହୋଇଛି। କେବଳ ଗଜପତି ଓ ନୂଆପଡ଼ା ଜିଲ୍ଲାରେ ସ୍ୱାଭାବିକଠାରୁ କମ୍ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ, ଗତ ତିନି ସପ୍ତାହ ମଧ୍ୟରେ ବଙ୍ଗୋପସାଗରରେ ଲଗାତାର ତିନିଟି ଲଘୁଚାପ ସୃଷ୍ଟି ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story