ପଶ୍ଚିମବଙ୍ଗ ଉପରେ ଘୂର୍ଣ୍ଣିବଳୟ, ଓଡ଼ିଶାରେ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଓଡ଼ିଶାର ଆଭ୍ୟନ୍ତରୀଣ ଓ ଉପକୂଳ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ଅଛି । ଆସନ୍ତା ୧୩ ତାରିଖ  ପର୍ଯ୍ୟନ୍ତ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର କାର୍ଯ୍ୟାଳୟ ପକ୍ଷରୁ ଜଣାପଡ଼ିଛି । ବିଶେଷ କରି ଏଥର ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ଅଛି । କୋରାପୁଟ, ମାଲକାନଗିରି, ଗଜପତି, ନବରଙ୍ଗପୁର, କଳାହାଣ୍ଡି, […]

rain-1-1

rain-1-1

Niharika Rout
  • Published: Friday, 11 September 2020
  • Updated: 11 September 2020, 10:07 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଓଡ଼ିଶାର ଆଭ୍ୟନ୍ତରୀଣ ଓ ଉପକୂଳ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ଅଛି । ଆସନ୍ତା ୧୩ ତାରିଖ  ପର୍ଯ୍ୟନ୍ତ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର କାର୍ଯ୍ୟାଳୟ ପକ୍ଷରୁ ଜଣାପଡ଼ିଛି ।

ବିଶେଷ କରି ଏଥର ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ଅଛି । କୋରାପୁଟ, ମାଲକାନଗିରି, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ାରେ ୧୨ ଓ ୧୩ ତାରିଖରେ ପ୍ରବଳ ବର୍ଷା ହୋଇପାରେ  । ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହେବାର ମଧ୍ୟ ପୂର୍ବାନୁମାନ କରାଯାଇଛି  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos