୭ ଜିଲ୍ଲାରେ ପ୍ରବଳ ବର୍ଷିବ!

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଅସହ୍ୟ ଗୁଳୁଗୁଳି ଓ ଗରମରୁ ମିଳିବ ଆଶ୍ୱସ୍ତି। ଆଗାମୀ ୨୪ ଘଣ୍ଟା ଭିତରେ ବର୍ଷାକୁ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ୨୩ ଜିଲ୍ଲାକୁ ୟେଲେ ୱାର୍ଣ୍ଣିଂ ଜାରି କରିଛି। ତେବେ ଏହି ୨୩ ଜିଲ୍ଲା ମଧ୍ୟରୁ ୭ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହି ୭ଟି ଜିଲ୍ଲା ଗୁଡ଼ିକ ହେଲେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ଝାରସୁଗୁଡ଼ା, ଅନୁଗୋଳ ଓ ଦେବଗଡ଼। ସେହିପରି […]

Rain

Rain

Ranjit Kumar Jena
  • Published: Friday, 09 July 2021
  • Updated: 09 July 2021, 06:54 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଅସହ୍ୟ ଗୁଳୁଗୁଳି ଓ ଗରମରୁ ମିଳିବ ଆଶ୍ୱସ୍ତି। ଆଗାମୀ ୨୪ ଘଣ୍ଟା ଭିତରେ ବର୍ଷାକୁ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ୨୩ ଜିଲ୍ଲାକୁ ୟେଲେ ୱାର୍ଣ୍ଣିଂ ଜାରି କରିଛି।

ତେବେ ଏହି ୨୩ ଜିଲ୍ଲା ମଧ୍ୟରୁ ୭ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହି ୭ଟି ଜିଲ୍ଲା ଗୁଡ଼ିକ ହେଲେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ଝାରସୁଗୁଡ଼ା, ଅନୁଗୋଳ ଓ ଦେବଗଡ଼।

ସେହିପରି ବାକି ୧୬ ଜିଲ୍ଲାରେ ବଜ୍ରପାତ ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସମ୍ବଳପୁର, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଓ ସୁବର୍ଣ୍ଣପୁରରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଛି। ଏଥିପାଇଁ ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ SRC ପରାମର୍ଶ ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story