୧୧ଟି ଜିଲ୍ଲାରେ ଆଜି ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହୋଇପାରେ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱରସ୍ଥିତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧୦ଟା ୩୦ ଯାଏ ସତର୍କ ରହିବାକୁ ୧୧ଟି ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ବାଲେଶ୍ୱର, ଯାଜପୁର, ପୁରୀ, ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ଜଗତସିଂହପୁର, କଟକ, ମୟୂରଭଞ୍ଜ ଓ ଭଦ୍ରକ।

lighting

lighting

Jyoshna Pradhan
  • Published: Thursday, 26 September 2019
  • Updated: 26 September 2019, 11:17 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱରସ୍ଥିତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଦିନ ୧୦ଟା ୩୦ ଯାଏ ସତର୍କ ରହିବାକୁ ୧୧ଟି ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ବାଲେଶ୍ୱର, ଯାଜପୁର, ପୁରୀ, ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ଜଗତସିଂହପୁର, କଟକ, ମୟୂରଭଞ୍ଜ ଓ ଭଦ୍ରକ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos