୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡିକ ହେଲେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, କଟକ, ସମ୍ବଲପୁର, ସୁନ୍ଦରଗଡ଼ ଓ ପୁରୀ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଅପରାହ୍ଣରୁ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି।

Weathe

Ordigital Desk
  • Published: Sunday, 05 August 2018
  • , Updated: 05 August 2018, 07:06 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହି ଜିଲ୍ଲାଗୁଡିକ ହେଲେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, କଟକ, ସମ୍ବଲପୁର, ସୁନ୍ଦରଗଡ଼ ଓ ପୁରୀ।

ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଅପରାହ୍ଣରୁ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି।

Related story